Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଚାରିହଜାର କୋଟିରୁ ଅଧିକ ଟଙ୍କା ବିନିଯୋଗ !






ଛଅ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ !


ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ଶ୍ରୀ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ବରିଷ୍ଠ ଅଧିକାରୀଙ୍କ ସମେତ ପାରାଦୀପ ପୋର୍ଟ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ରିଙ୍କେଶ ରାୟ ଏବଂ ଅନ୍ୟ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ବୁଲି ଦେଖିଛନ୍ତି।

Post a Comment

0 Comments