15/01/2021


Editor by/- Srinibash Rout

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଶୀତ ଅଧିକ ହେଉଥିବା ବେଳେ ଏକ କୁକୁର ବିଲେଇ ମିଶିକି ନିଆଁ ପୋଇଁହେଉଥିବା ଦେଖିବାକୁ ମିଳୁଛି।

ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


WWW.SOCIALNEWSODIA.INFO