Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

Covid-19 ସ୍ଥିତିରେ ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ 'ପରୀକ୍ଷା ଦର୍ପଣ' ଟେଷ୍ଟ ପେପର ବିନା ମୂଲ୍ୟରେ ଯୋଗାଇ ଦିଆଯିବ

 


23/01/2021



Editor by/- Srinibash Rout

ମାଟ୍ରିିକ୍ ପରୀକ୍ଷା ଦେବାକୁ ଥିବା ପିଲାଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’ ବହି । ସମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତରକୁ ନେଇ ଏହି ‘ପରୀକ୍ଷା ଦର୍ପଣ’ ମାଟ୍ରିକ୍ ପରୀକ୍ଷା ଦେବାକୁ ଥିବା ୬ ଲକ୍ଷ ୨୦ ହଜାର ପିଲାଙ୍କୁ ପ୍ରସ୍ତୁତ କରାଯାଇଛି । ଏହି ପୁସ୍ତକ ୭୦୦ପୃଷ୍ଠା ବିଶିଷ୍ଟ ବୋଲି ଜାଣିବାକୁ ମିଳିଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।


WWW.SOCIALNEWSODIA.INFO

Post a Comment

0 Comments