26/02/2021
Editor by/- Srinibash Rout
ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି। ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନେଲେ ନିଷ୍ପତ୍ତି। ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ( ୨୬/୦୨/୨୦୨୧ ) ଶୁକ୍ରବାର ଚିଠି ଲେଖିଛନ୍ତି।
ବିଜ୍ଞପ୍ତି ଅନୁଯାୟୀ ନବମ ଏବଂ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଯାଏଁ ସ୍କୁଲରେ ପାଠପଢା ହେବ। ସେହି ପରି ଦଶମ ଏବଂ ଦ୍ଵାଦଶ ପାଇଁ ସକାଳ ୯ଟାରୁ ଦିନ ୧ଟା ଯାଏ ସ୍କୁଲ ଖୋଲା ରହିବ। ଛାତ୍ର-ଛାତ୍ରୀଙ୍କୁ ସାଥୀରେ ପାଣି ବୋତଲ ଆଣିବାକୁ ବିଜ୍ଞପ୍ତିରେ ଉଲେଖ ରହିଛି।
socialnewsodia.info
0 Comments