Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

କାଳିଆରେ ଲକ୍ଷେ ଅଯୋଗ୍ୟ ।

 


25/02/2021


Editor by/- Srinibash Rout

କାଳିଆ ଯୋଜନାରେ ଅଯୋଗ୍ୟଙ୍କ ସଂଖ୍ୟା ଲକ୍ଷେ ଟପିଲା।ବିଧାନସଭାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଉତ୍ତର। କାଳିଆ ଯୋଜନାରେ ୧ ଲକ୍ଷ ୪ ହଜାର ୭୬ ଜଣ ଅଯୋଗ୍ୟ ଘୋଷିତ ହୋଇଥିବା ବେଳେ ୫୬ ଲକ୍ଷ ୧୪ ହଜାର ୭୦୭ ଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।


socialnewsodia.info

Post a Comment

0 Comments