Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

୫୦ ହଜାର କୋଟି ନିବେଶ କରିବ ଆର୍ସେଲର ମିତ୍ତଲ;ଭାରତର ପ୍ରତିଷ୍ଠିତ ଷ୍ଟିଲ୍‌ କମ୍ପାନୀ କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 🎓

 






୦୪/୦୩/୨୦୨୧



କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ୍‌ ପ୍ଲାଣ୍ଟ। ଭାରତର ପ୍ରତିଷ୍ଠିତ ଷ୍ଟିଲ୍‌ କମ୍ପାନୀ ଆର୍ସେଲର ମିତ୍ତଲ ନିପନ୍‌ ପକ୍ଷରୁ ଏହି ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ଗୁରୁବାର ( ୦୪/୦୩/୨୦୨୧ )ଏ ନେଇ ରାଜ୍ୟ ସରକାର ଏବଂ ଆର୍ସେଲର ମିତ୍ତଲ ନିପନ ମଧ୍ୟରେ ଚୁକ୍ତି ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆର୍ସେଲର ମିତ୍ତଲ ଅଧ୍ୟକ୍ଷ ଏଲ. ଏନ. ମିତ୍ତଲଙ୍କ ଉପସ୍ଥିତିରେ ଚୁକ୍ତି ସ୍ବାକ୍ଷରିତ କରିଛନ୍ତି । ଚୁକ୍ତି ଅନୁସାରେ ଆର୍ସେଲର ମିତ୍ତଲ ନିପନ କମ୍ପାନୀ ରାଜ୍ୟରେ ୫୦ ହଜାର କୋଟି ଟଙ୍କା ପୁଞ୍ଜି ନିବେଶ କରିବ। ଏଥିରେ ୧୨ ନିୟୁତ ଟନ୍‌ କ୍ଷମତା ବିଶିଷ୍ଟ ଇସ୍ପାତ୍‌ କାରଖାନା ପ୍ରତିଷ୍ଠା କରାଯିବ।

ଲୋକସେବା ଭବନର ନୂଆ ସମ୍ମିଳନୀ କକ୍ଷରେ ଏହି ଚୁକ୍ତି ସ୍ୱାକ୍ଷରିତ ହୋଇଛି।


📧ରିପୋର୍ଟ🌐socialnewsodia 📡

Post a Comment

0 Comments