21/03/2021


ରାଉରକେଲା📌


Editor by/- Srinibash Rout

ରବିବାର (୨୧/୦୩/୨୦୨୧) ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ କରିଛନ୍ତି। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, କଳାର ରାଜ୍ୟ ହେଉଛି ଓଡ଼ିଶା। ଓଡ଼ିଶାର ପରିଚୟ କୋଣାର୍କ ମନ୍ଦିର ବୋଲି କହିଛନ୍ତି। ପଶ୍ଚିମ ଓଡ଼ିଶାର ଗର୍ବ ଓ ଗୌରବ ହେଉଛି NIT ରାଉରକେଲା। NIT ରାଉରକେଲାରୁ ଉତ୍ତୀର୍ଣ୍ଣ ଛାତ୍ର ସାରା ଦେଶରେ କାମ କରୁଛନ୍ତି ବୋଲି ରାଷ୍ଟ୍ରପତି କହିଛନ୍ତି । ସାରା ଦେଶରେ ଓଡ଼ିଶାର ନାମ ଗର୍ବିତ କରିଛନ୍ତି NITର ଛାତ୍ରଛାତ୍ରୀ।  NITରୁ ଉତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତି ପରାମର୍ଶ ଦେଇ କହିଛନ୍ତି ଯେ,  ଦୁନିଆରେ ସମସ୍ତେ ଜଣେ ଜଣେ ଭଲ ନାଗରିକ ହେବା ପାଇଁ ଚେଷ୍ଟା କରିବା ଉଚିତ୍ ।


www. socialnewsodia.info