14/04/2021
ପିପିଲି/ପୁରୀ 📌
Editor by/- Srinibash Rout
ଏକ ବଡ଼ ଦୁଃଖଦ ଘଟଣା ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ। କରୋନାରେ ଆକ୍ରାନ୍ତ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ହଠାତ୍ ଦେହାନ୍ତ ହୋଇଛି ବୁଧବାର ( ୧୪/୦୪/୨୦୨୧)। ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ୧୦ ତାରିଖରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା । ଜଗତନାଥ ଜଗନ୍ନାଥ ସ୍ବାମୀଙ୍କ ପାଖରେ ଏତିକି ପ୍ରାର୍ଥନା କରୁଛୁ ତାଙ୍କର ଅମର ଆତ୍ମାର ସଦଗତି୍ ହେଉ 🪔
www. socialnewsodia.info
0 Comments