Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ସକାଳୁଆ କୋର୍ଟ ଏପ୍ରିଲ ୫ରୁ ସମସ୍ତ ସବ୍ଅର୍ଡିନେଟ୍ ; ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜ୍‌ଙ୍କୁ ନିର୍ଦ୍ଦେଶନାମା ଜାରି ।

 


01/04/2021


🌍


Editor by/- Srinibash Rout

ସମସ୍ତ ନିମ୍ନ ଅଦାଲତ ସକାଳୁଆ ହେବ । ଖରା, ଗରମ ଗ୍ରୀଷ୍ମ ଅବକାଶ ପର୍ଯ୍ୟନ୍ତ ଏପରି ସକାଳ କୋର୍ଟ ହେବ ।ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ଏପରି ସକାଳୁଆ ବ୍ୟବସ୍ଥାରୁ ବାଦ ଦିଆଯାଇଛି।


ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ବିରତି ରହିବ ।


www. socialnewsodia.info

Post a Comment

0 Comments