22/04/2021
🌍
EDITOR BY/- Srinibash Rout
ରାଜ୍ୟରେ ସଂକ୍ରମଣ ହାର ଗୁରୁବାର (୨୨/୦୪/୨୦୨୧) ରେକର୍ଡ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୭କୁ ବୃଦ୍ଧି ପାଇଛି। ଏଥିସହିତ ରାଜ୍ୟରେ ବର୍ତ୍ତମାନ କରୋନା ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି।
ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଥିବା ୭ ଜଣଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି।
WWW. SOCIALNEWSODIA.INFO
0 Comments