06/05/2021


ଭୁବନେଶ୍ୱର 📌



EDITOR BY/- Srinibash Rout

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ।କରୋନା ଭାଇରସ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ।ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 🎓 ।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ  ନବକିଶୋର ଦାସ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ନାୟକଙ୍କ ଚିକିତ୍ସା ପାଇଁ ଏକ ଉଚ୍ଚସ୍ତରୀୟ ଡାକ୍ତରୀ ଟିମ୍‌ ଗଠନ କରି ଏମ୍‌ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବାକୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ।ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମସ୍‌) କୋଭିଡ୍‌ ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ଚିକିତ୍ସିତ ହେଉଛନ୍ତି ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ। କରୋନା କବଳରେ ଏବେ ରାଜ୍ୟ ଦେଶ ବିଦେଶ। ସୁରକ୍ଷା ସଚେତନ ଜରୁରୀ।



WWW.SOCIALNEWSODIA.INFO