07/05/2021
ଭୁବନେଶ୍ୱର 📌
EDITOR BY/- Srinibash Rout
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ କରୋନା ସ୍ଥିତି କେମିତି ରହିଛି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୁରୁବାର (୬/୦୫/୨୦୨୧) ସନ୍ଧ୍ୟା ସମୟରେ ଫୋନ୍ କରି ନରେନ୍ଦ୍ର ମୋଦି କରୋନା ସ୍ଥିତି ଉପରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ। ପରାମର୍ଶ ମଧ୍ୟ ଲୋଡ଼ିଛନ୍ତି। ସେହିପରି ତେଲେଙ୍ଗାନା, ଆନ୍ଧ୍ର, ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଏବଂ ପୁଡୁଚେରୀ ଓ ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳଙ୍କ ସହ ବି କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି ।
WWW. SOCIALNEWSODIA.INFO
0 Comments