26/05/2021


📌


EDITOR BY/- Srinibash Rout 

ଗ୍ରହଣର ବୈଜ୍ଞାନିକ ମହତ୍ତ୍ୱ ସହ ଧାର୍ମିକ ଓ ଜ୍ୟୋତିଷ ଶାସ୍ତ୍ରରେ ମଧ୍ୟ ଏହାର ମହତ୍ତ୍ୱ ରହିଛି। ଧାର୍ମିକ ବିଶ୍ୱାସ ଅନୁସାରେ, ଗ୍ରହଣକୁ ଅଶୁଭ ବୋଲି କୁହାଯାଇ ଥାଏ। ଏଥିପାଇଁ ଗ୍ରହଣ ସମୟରେ କୌଣସି ଶୁଭ କାର୍ଯ୍ୟ ହୁଏ ନାହିଁ। ଭାରତୀୟ ସମୟ ଅନୁସାରେ, ବୁଧବାର (୨୬/୦୫/୨୦୨୧) ଅପରାହ୍ନ ୨ଟା ୧୭ ମିନିଟରେ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ୧୯ରେ ସରିବ।