Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

କୋର୍ଟ ପରିସରରେ କରୋନା; ଜିଲ୍ଲା ସିଭିଲ କୋର୍ଟର ୧୦ରୁ ଅଧିକ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ- ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ସହ ଆଗାମୀ ୭୨ ଘଣ୍ଟା ପାଇଁ କୋର୍ଟକୁ ପୌର ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି।


 

24-JANUARY-2022


📌


BY: SRINIBASH ROUT

ଢେଙ୍କାନାଳ ସିଭିଲ କୋର୍ଟରେ ୧୦ ଜଣ କର୍ମଚାରୀ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏହାପରେ ଆଜିଠାରୁ ଅର୍ଥାତ୍ ସୋମବାର ୨୪ ତାରିଖ ଠାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ସିଭିଲ କୋର୍ଟକୁ ସିଲ୍ କରିଛି ପୌର ସଂସ୍ଥା ।ଏହି ସମୟରେ କୋର୍ଟ ପରିସରକୁ ପ୍ରବେଶ ଉପରେ କଟକଣା ରହିଛି ।ଯଦି କେହି ଏହାର ଉଲ୍ଲଂଘନ କରନ୍ତି ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାପାଳ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।



www. socialnewsodiaofficial.blogspot.com

Post a Comment

0 Comments