12-JANUARY-2022
📌
BY: SRINIBASH ROUT
କୋଭିଡ୍ ପାଇଁ ସମ୍ବଲପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ସୋମବାର ୧୧ ତାରିଖ ଠାରୁ ବନ୍ଦ୍ ରହିବା ସହ ପରବର୍ତ୍ତୀ ନିର୍ଦ୍ଦେଶନାମା ନଆସିବା ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।ଏଭଳି ସ୍ଥିତିରେ ମା’ ସମଲେଶ୍ୱରୀଙ୍କ ମନ୍ଦିର ମଧ୍ୟ ବନ୍ଦ ରହିବ ।କେବଳ ଅଳ୍ପ ସଂଖ୍ୟକ ପୂଜକଙ୍କୁ ନେଇ ମନ୍ଦିର ପୂଜାର୍ଚ୍ଚନା କରାଯିବ । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ମନ୍ଦିର ବନ୍ଦ୍ ରହିବ ବୋଲି ମନ୍ଦିର ଟ୍ରଷ୍ଟି ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।
www. socialnewsodiaofficial.blogspot.com
0 Comments