Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

୩୧ରୁ ବଜେଟ ଅଧିବେଶନ; ସଂସଦର ବଜେଟ୍ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ,ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି- ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣ ଫେବୃଆରୀ ୧ରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ।

 


15-JANUARY-2022


📌


BY: SRINIBASH ROUT

ଫେବୃଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ସଂସଦରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତା ରମଣ ।ଲଗାତର ୪ର୍ଥ ବର୍ଷ ପାଇଁ ସଂସଦରେ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି ନିର୍ମଳା ସୀତାରମଣ। ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଜାନୁୟାରୀ ୩୧ ରୁ ଫେବୃୟାରୀ ୧୧ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୪ରୁ ଏପ୍ରିଲ୍ ୮ ତାରିଖ ଯାଏ ଚାଲିବ ଅଧିବେଶନ ।ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରୁ ଏହା ଜଣାପଡ଼ିଛି ।ଦେଶରେ ଏବେ କରୋନା ମାମଲା ବଢ଼ି ଚାଲିଥିବା ବେଳେ ଏପରି ଘଡ଼ିସନ୍ଧି ମୁହୂର୍ତ୍ତରେ ଆରମ୍ଭ ହେବାକୁ ଯାଉଛି ବଜେଟ୍ ଅଧିବେଶନ ।







www. socialnewsodiaofficial.blogspot.com

Post a Comment

0 Comments