Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ସରକାରୀ ଛାଟ; ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଡ଼ା ଆଭିମୁଖ୍ୟ - ୫ ଜଣ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର,ଏହାକୁ ମିଶାଇ ୧୫୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

 


15- FEBRUARY-2022


📌


BY: SRINIBASH ROUT

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ।ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ପୋଲିସ ଡିଏସପି, ଜଣେ ଓଏଏସ୍ ଅଫିସର, ଜଣେ ପୋଲିସ ଇନ୍ସପେକ୍ଟର ଓ ଦୁଇ ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଜିରୋ ଟଲେରାନ୍ସ ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ମୁଖ୍ୟମନ୍ତ୍ରୀ ।ଜନ ସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଓ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।



www. socialnewsodiaofficial.blogspot.com

Post a Comment

0 Comments