Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ଭିଜିଲାନ୍ସ ଜାଲରେ ଡେପୁଟି ମ୍ୟାନେଜର; ଓମଫେଡର ସମଲେଶ୍ୱରୀ ମିଲ୍‌କ ୟୁନି୍ଅନ୍ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି - ଚଢ଼ାଉ ବେଳେ ଭିଜିଲାନ୍ସ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ।

 


12-FEBRUARY-2022


📌


BY: SRINIBASH ROUT

ଭିଜିଲାନ୍ସ ଜାଲରେ ଓମ୍‌ଫେଡ ଡେପୁଟି ମ୍ୟାନେଜର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମଲେଶ୍ୱରୀ ମିଲ୍‌କ ୟୁନିଅନ୍ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ସେହିପରି ଭୁବନେଶ୍ୱର ଖଣ୍ଡଗିରି ସ୍ଥିତ ଏମଏମ ଲୀଳାବତୀ କମ୍ପ୍ଲେକ୍ସରେ ଫ୍ଲାଟ୍ ରହିଛି । ପୁରୀ ଜିଲ୍ଲା ଡେଲାଙ୍ଗ ଅନ୍ତର୍ଗତ ଅଲଉରା ପୈତୃକ ଘରେ ଓ ସମ୍ୱଲପୁରରେ ସମଲେଶ୍ୱର ମିଲ୍କ ୟୁନି୍ଅନ୍ ଅଫିସରେ ବି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ ।କିଶୋର ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଥିଲା। ଯାହା ପରେ ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଗୁରୁବାର ୧୦ ତାରିଖ କିଶୋର ଙ୍କ ଘରେ ଚଢ଼ାଉ କରିଥିବା ସୂଚନା।


www. socialnewsodiaofficial.blogspot.com

Post a Comment

0 Comments