Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856

ପୌର ନିର୍ବାଚନ: ଜାଣନ୍ତୁ ମେୟର ଆଉ କାଉନସିଲର ପାଇଁ କେତେ ଜଣ ପ୍ରାର୍ଥିପତ୍ର କଲେ ଦାଖଲ-ପୌର ନିର୍ବାଚନ ପାଇଁ ୨ତାରିଖରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି ।

 



05-MARCH-2022


📌


BY: SRINIBASH ROUT

ପଞ୍ଚାୟତ ନିର୍ବାଚନ ପରେ ବର୍ତ୍ତମାନ ଆରମ୍ଭ ହୋଇଯାଇଛି ପୌର ନିର୍ବାଚନ ଗରମ। ଏଥର ୧୦୬ ଟି ପୌର ପରିଷଦ ଏବଂ ୩ ଟି ମହାନଗର ନିଗମରେ ନିର୍ବାଚନ ହେବ।ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ଏ ନେଇ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିସାରିଛନ୍ତି। ଏହି ନିର୍ବାଚନରେ ୪୪ ଲକ୍ଷ ଭୋଟର ମତଦାନ କରିବେ। ଗତ ୨୮ ଫେବୃୟାରୀ ବିଜ୍ଞପ୍ତି ପ୍ରକାଶ ପାଇ ସାରିଛି। ସେହି ଅନୁସାରେ ଯେଉଁ ଯେଉଁ ତାରିଖରେ ନିର୍ବାଚନ ପକ୍ରିୟାର ବିଭିନ୍ନ କାର୍ଯ୍ୟ ହେବ ତାହା ହେଲା..


ନାମାଙ୍କନ ପତ୍ର ଦାଖଲ : ୨ ମାର୍ଚ୍ଚରୁ ୭ ମାର୍ଚ୍ଚ ୨୦୨୨


ପ୍ରାର୍ଥୀପତ୍ର ଯାଞ୍ଚ୍ : ୯ ମାର୍ଚ୍ଚ ୨୦୨୨


୧୪ ମାର୍ଚ୍ଚ ପର୍ଯ୍ୟନ୍ତ : ପ୍ରାର୍ଥୀପତ୍ର ପ୍ରତ୍ୟାହାର


ଭୋଟଦାନ : ୨୪ ମାର୍ଚ୍ଚ ୨୦୨୨


ଫଳାଫଳ : ୨୬ ମାର୍ଚ୍ଚ ୨୦୨୨


ଉପାଧ୍ୟକ୍ଷ ନିର୍ବାଚନ : ୭ ଏପ୍ରିଲ ୨୦୨୨


ଡେପୁଟି ମେୟର ନିର୍ବାଚନ : ୮ ଏପ୍ରିଲ ୨୦୨୨


ତେବେ ନିର୍ବାଚନ କମିଶନର କାର୍ଯ୍ୟାଳୟ ସୂଚନା ଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୮ ବିଭିନ୍ନ ମହାନଗର ତଥା ଏନଏସି ମେୟର ଏବଂ ଅଧ୍ୟକ୍ଷ ପଦବୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ସେହିପରି କରର୍ପୋରେଟର ଏବଂ କାଉନସିଲର ପାଇଁ ୧୪୫ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।



www. socialnewsodiaofficial.blogspot.com

Post a Comment

0 Comments