30-APRIL-2022


📌


BY: SRINIBASH ROUT

ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କଟକ ଜିଲ୍ଲା ସଦର ଥାନା ଶଙ୍ଖତ୍ରାସ ୟୁପି ସ୍କୁଲ୍ ପରିସରରୁ ଆଜି ଅର୍ଥାତ୍ ଶନିବାର ୩୦ ତାରିଖ ଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଯୁବକଯୁବତୀ ଦୁହେଁ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ମିଳିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 


https://socialnewsodiaofficial.blogspot.com