Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
ଚଉଦ ତାରିଖ ଅଛି
ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik🎓୨୦୨୦-୨୧ ବର୍ଷ ପାଇଁ କାଳିଆ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ; ୫୩ଲକ୍ଷରୁ ଉର୍ଦ୍ଧ୍ଵ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀ ପରିବାରଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ଏହି ସହାୟତା ରାଶି ପ୍ରଦାନ କରାଯିବାର ବ୍ୟବସ୍ଥା ହୋଇଛି।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ହେଲା ସର୍ବସାଧାରଣ ମନ୍ଦିର ଖୋଲା ରହିବ ସବୁଦିନ; କଟକଣା ହେଲା କୋହଳ Covid-19
ଦୁର୍ଲଭ ପଦ୍ମବେଶରେ ଦର୍ଶନ ଦେବେ ମହାପ୍ରଭୁ ଜଗତର ନାଥ ଜଗନ୍ନାଥ ସ୍ବାମୀ ନୟନ ପଥ ଗାମୀ ।
ସ୍ୱାମୀ ସ୍ତ୍ରୀ ଙ୍କୁ ଆକ୍ରମଣ ଘଟଣା, ଆକ୍ରମଣ କାରୀଙ୍କ ସୁରକ୍ଷା କବଚ ସାଜିଛି ପୋଲିସ?