Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ଦ୍ୱାରା ଆୟୋଜିତ ‘ଯୁବ ଆକ୍ରୋଶ ସମାବେଶ’; ଦରଦାମ୍ ବୃଦ୍ଧି, ତୈଳଦର ବୃଦ୍ଧି, ବେରୋଜଗାରି, ଆଇନଶୃଙ୍ଖଳା ପ୍ରତିବାଦରେ ସମାବେଶ କରାଯାଇଛି ।
କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା C.M.C; କୋଭିଡ୍ ନିୟମ ଉଲ୍ଲଂଘନ କରି ମାର୍କେଟ ହେଲା ସିଲ୍ ।
ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷାରେ ସଂରକ୍ଷଣ ପାଇଁ ସଙ୍କଳ୍ପ ପାରିତ ; ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ମାନ୍ୟବର ଜଷ୍ଟିସ୍‌ ଡଃ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାପନ୍ନ କମିଟି ଗଠନ କରାଯାଇଥିଲା
 🦠Covid-19 😷ସଂକ୍ରମଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 🎓ସଂକ୍ରମଣ ରୋକିବା ପାଇଁ ପଦକ୍ଷେପ ଆରଟିପିସିଆର ଟେଷ୍ଟ୍‌ ସଂଖ୍ୟା ବଢାଇବା ଉପରେ ଗୁରୁତ୍ୱ ଦେଲେ ମୁଖ୍ୟମନ୍ତ୍ରୀ।
ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି ।ଦୁଇ ଜଣଙ୍କୁ ଚାକିରୀରୁ ବରଖାସ୍ତ ଆଉ ଦୁଇ ଜଣଙ୍କର ପେନସନ ସଂକ୍ରାନ୍ତୀୟ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।