Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ଘୋଷଣା;( ରାଜ୍ୟ ସରକାର ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାନ୍ୟତା ଘୋଷଣା କଲେ ।
ରାଜଭବନରେ କରୋନା ସଂକ୍ରମିତ; ରାଜ୍ୟପାଳଙ୍କ ମୁଖ୍ୟ ସୁରକ୍ଷା ଅଧିକାରୀଙ୍କ ସମେତ ୮ ବରିଷ୍ଠ ଅଧିକାରୀ କରୋନା ସଂକ୍ରମିତ ସୂଚନା।
ଖରାଛୁଟି ଘୋଷଣା; ମେ’ ୫ରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଖରା ଛୁଟି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି।
ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ଦିଆଯିବ; ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ଦିଆଯିବ ।
5G ଟେକ୍ନୋଲୋଜି; ଭାରତରେ 5G ପରିକ୍ଷା ପାଇଁ ଟେଲିକମ୍‌ ସର୍ଭିସ୍‌ ପ୍ରୋଭାଇଡର୍ସ (ଟିଏସ୍‌ପିଏସ୍‌)କୁ ଅନୁମତି ଦେଲା ଟେଲିକମ୍‌ ବିଭାଗ।