Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
 ୩ ଆତଙ୍କବାଦୀ ନିହତ; ସୁରକ୍ଷାକର୍ମୀଙ୍କ ଗୁଳିରେ ଗଡିଲା ୩ ଆତଙ୍କବାଦୀଙ୍କ ମୁଣ୍ଡ ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ ।
ନେତା ପ୍ରଦୀପ୍ତ ନାୟକ କରୋନା ଆକ୍ରାନ୍ତ; ମୁଖ୍ୟମନ୍ତ୍ରୀ ଆଶୁଆରୋଗ୍ୟ କାମାନା କଲେ ଏବଂ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଲେଖିଲେ ଚିଠି, ଉତ୍ତମ ଉନ୍ନତ ମାନର ଚିକିତ୍ସା ଯୋଗାଇ ଦେବା ପାଇଁ ।
ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ଘୋଷଣା;( ରାଜ୍ୟ ସରକାର ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାନ୍ୟତା ଘୋଷଣା କଲେ ।
ରାଜଭବନରେ କରୋନା ସଂକ୍ରମିତ; ରାଜ୍ୟପାଳଙ୍କ ମୁଖ୍ୟ ସୁରକ୍ଷା ଅଧିକାରୀଙ୍କ ସମେତ ୮ ବରିଷ୍ଠ ଅଧିକାରୀ କରୋନା ସଂକ୍ରମିତ ସୂଚନା।
ଖରାଛୁଟି ଘୋଷଣା; ମେ’ ୫ରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଖରା ଛୁଟି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି।