Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
 ୪୬ ଟଙ୍କା ହ୍ରାସ ହେଲା L.P.G; ସ୍ୱରୂପ ରାଷ୍ଟ୍ରାୟତ୍ତ ତୈଳ କମ୍ପାନିମାନେ L.P.G ୧୯ କିଲୋଗ୍ରାମ ବିଶିଷ୍ଟ ବାଣିଜ୍ୟିକ ଘରୋଇ ଉପଯୋଗ ଗ୍ୟାସ ସିଲିଣ୍ଡର ଦର ୪୫.୫୦ ଟଙ୍କାକୁ ହ୍ରାସ କରାଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାସ୍ଥ୍ୟ ଭିତିଭୂମି ଉପରେ କରିଛନ୍ତି ସମୀକ୍ଷା; ଭାରତ ସରାକରଙ୍କ ପିଏସୟୁ ଏବଂ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକି କରିଛନ୍ତି ସମୀକ୍ଷା ।
 ୩ ଜିଲ୍ଲାକୁ ୭.୬୨ କୋଟି ଟଙ୍କା ମଞ୍ଜୁର; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି  Covid-19 ପରିଚାଳନା ପାଇଁ ୩ ଜିଲ୍ଲାକୁ ୭.୬୨ କୋଟି ଟଙ୍କା ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି ନରେନ୍ଦ୍ର ମୋଦି; ରାଜ୍ୟରେ କରୋନା ସ୍ଥିତି କେମିତି ରହିଛି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
 ୨ ଆନ୍ତଃରାଜ୍ୟ ବନ୍ଧୁକ ବେପାରୀ ଗିରଫ; କ୍ରାଇମବ୍ରାଞ୍ଚ ଏସଟିଏଫ୍ POLICE ୫ଟି ୭ଏମଏମ ବନ୍ଧୁକ, ୭ଟି ମାଗାଜିନ ଓ ୭ଟି ଅଫୁଟା ଗୁଳି ଜବତ୍ କରିବା ସହ ୨ ଅପରାଧୀଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି।