Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ; ଦେଶରେ କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ ରଖିବାକୁ କଂଗ୍ରେସ କାର୍ଯ୍ୟକାରୀ କମିଟିର ବୈଠକ ଭର୍ଚୁଆଲ ମାଧ୍ୟମରେ ବସି ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ।
ଓଡ଼ିଶାକୁ ୩୩୩.୮ କୋଟି ଅନୁଦାନ ମଞ୍ଜୁର; କରୋନା ମୁକାବିଲା ପାଇଁ ଓଡ଼ିଶାକୁ କେନ୍ଦ୍ର ସରକାର ୩୩୩. ୮ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି।
ରଘୁନାଥ ମହାପାତ୍ର ଆଉ ନାହାନ୍ତି; ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରାଜ୍ୟ ସଭା ସାଂସଦ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଆଉ ନାହାନ୍ତି।
ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନଙ୍କ ପାଇଁ ସହାୟତା ରାଶି ଘୋଷଣା; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପ୍ରାଣୀମାନଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ।
ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ; ଏମସିଏଲ୍‌ ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଲେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।