Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
ଜୁନ୍‌ ୧୫ପର୍ଯ୍ୟନ୍ତ ଶ୍ରୀମନ୍ଦିର ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ୍; ଦେଶ ତଥା ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିର  ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ୍ ।
ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ; ଲୋକପ୍ରିୟ ତଥା ବିଶିଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ଦେହାନ୍ତ ।
ଫିଲ୍ମ ଓ ସିରିଏଲ ସୁଟିଂ ବନ୍ଦ ରଖିବାକୁ ଏସଆରସି ନିର୍ଦ୍ଦେଶ; ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସୁଟିଂ ପାଇଁ ଅନୁମତି ନାହିଁ ବୋଲି ସଂଶୋଧିତ ନିର୍ଦ୍ଦେଶନାମା  ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ।
ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ବାତ୍ୟା ଅଗ୍ରସର ହେଉଛି; ଅଧିକ ସକ୍ରିୟ ହେଲା ବାତ୍ୟା ‘ତଉକାତେ’ ପ୍ରବଳ ବର୍ଷା ଆଶଙ୍କା ।
ସ୍ବପ୍ନବୀଜ