Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
ଗଠନ ହେଲା ସ୍ୱତନ୍ତ୍ର ଟାସ୍କ ଫୋର୍ସ; ରାଜ୍ୟରେ ନିଶା କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି,ଏନେଇ ରାଜ୍ୟରେ ଅବାଧ ନିଶା କାରବାର ରୋକିବା ପାଇଁ ଗଠନ ହେଲା ସ୍ୱତନ୍ତ୍ର ଟାସ୍କ ଫୋର୍ସ- ମୁଖ୍ୟ ଶାଶନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ଟିମ୍ ଗଠନ କରାଯାଇଛି ।
ସହରରୁ ପୁଣି ଠାବ ହେଲା ସେକ୍ସ୍ ରାକେଟ; ଓୟୋ ହୋଟେଲରେ ଚାଲୁଥିଲା ଦେହ ବେପାର,ଗ୍ରାହକ ଓ ଦେହଜୀବୀ ଙ୍କୁ ଅସଂଜତ ଅବସ୍ଥାରେ ଧରିଲା ପୋଲିସ- Cuttack ମର୍କତ ନଗର ଥାନା ପଛ ପଟେ ଥିବା ଓୟୋ ହୋଟେଲରେ ଚାଲିଥିଲା ରାକେଟ ।
ରାଜ୍ୟ ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା; ଚଳିତ ପଞ୍ଚାୟତ ନିର୍ବାଚନରେ ଡ୍ୟୁଟି କରିବା ପାଇଁ ଯାଉଥିବା ସମସ୍ତ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ନିର୍ବାଚନ ଅଧିକାରୀ- ପଞ୍ଚାୟତ ନିର୍ବାଚନ ସମୟରେ ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ପରିବାରକୁ ମିଳିବ ୩୦ଲକ୍ଷ ଟଙ୍କା ।
ଘୁଞ୍ଚିଲା ବିଧାନସଭା ନିର୍ବାଚନ; ପଞ୍ଜାବରେ ଘୁଞ୍ଚିଲା ବିଧାନସଭା ନିର୍ବାଚନ,ସନ୍ଥ ରବିଦାସ ଜୟନ୍ତୀ କାରଣରୁ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଘୁଞ୍ଚାଇଛନ୍ତି ନିର୍ବାଚନ କମିଶନ- ନିର୍ବାଚନ ଘୁଞ୍ଚାଇବା ନେଇ ଜରୁରୀ ବୈଠକ ବସିଥିଲା ।
ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କୋଭିଡ଼୍ ଟେଷ୍ଟିଂ; ପଜିଟିଭ୍ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନାହିଁ ତ ଟେଷ୍ଟିଂ ଦରକାର ନାହିଁ କେଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏଭଳି ପ୍ରତିକ୍ରିୟା ରଖିଛନ୍ତି