Advertisement

ଏହି ଚ୍ୟାନେଲଟି ଭାରତ ସରକାରଙ୍କ ଉଦ୍ୟମ ଆଧାର ପଞ୍ଜିକୃତ ହୋଇଛି - UDYAM-OD-17-0002856
ଦଶମ-ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ; ଦଶମ ଓ ଦ୍ୱାଦଶ ପରୀକ୍ଷା ନେଇ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ- ସେ କହିଛନ୍ତି ଯେ, ଦଶମ ଓ ଦ୍ୱାଦଶ ପିଲା ପରୀକ୍ଷା ପାଇଁ ପ୍ରସ୍ତୁତ ରୁହ,କରୋନା ସଂକ୍ରମଣ ତଳମୁହାଁ ହେଉଛି ।
ସରପଞ୍ଚ ହେବାପାଇଁ କ'ଣ ଯୋଗ୍ୟତା ଦରକାର ? ସରପଞ୍ଚଙ୍କ ଦରମା କେତେ ? ଜାଣନ୍ତୁ କ'ଣ ରହିଛି ନିୟମ - ଗ୍ରାମ ପଞ୍ଚାୟତର ମୁଖ୍ୟଙ୍କୁ ସରପଞ୍ଚ କୁହାଯାଏ
ପିସ୍ତଲ ଦେଖାଇ ଲୁଟ୍ ଘଟଣା, ଅଭିଯୁକ୍ତ ଗିରଫ- ମାଇକ୍ରୋ ଫାଇନାନ୍ସ କମ୍ପାନୀର ମହିଳା ଏଜେଣ୍ଟଙ୍କ ଠାରୁ ପିସ୍ତଲ ଦେଖାଇ ୬୩ ହଜାର ଟଙ୍କା ଲୁଟ୍‌ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଗୋଟିଏ ବନ୍ଧୁକ ଜବତ କଲା ପୋଲିସ ।
ବୁଲ୍ଲିବାଇ ଆପ୍ ମାମଲା- ବିବାଦୀୟ ବୁଲ୍ଲିବାଇ ଆପ୍ ମାମଲାରେ ଓଡ଼ିଶାରୁ ଆଉ ଜଣଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ, ପୂର୍ବରୁ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି ।
କେଉଁ ଜିଲ୍ଲାରେ କିଏ ଉଡ଼ାଇବେ ତ୍ରିରଙ୍ଗା- ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ୨୦ଜିଲ୍ଲାରେ ମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବେ, ଅନ୍ୟ ୧୨ ସ୍ଥାନରେ ତିନି ରାଜସ୍ବ ଆୟୁକ୍ତ ଏବଂ ୯ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବା କାର୍ଯ୍ୟକ୍ରମ ରହିଛି।